Exodus 10:22 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ମାଶାେ ତାଙ୍କର ହସ୍ତ ଆକାଶ ଆଡକୁ ଉଠାଇଲେ। ତା'ପରେ ଅନ୍ଧକାର ସାରା ମିଶର ଦେଶକୁ ଆଚ୍ଛାଦନ କଲା। ଏହି ଅନ୍ଧକାର ମିଶର ରେ କ୍ରମାଗତ ତିନିଦିନ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଆକାଶ ଆଡ଼େ ହସ୍ତ ବିସ୍ତାର କରନ୍ତେ, ତିନି ଦିନ ପର୍ଯ୍ୟନ୍ତ ମିସର ଦେଶର ସର୍ବତ୍ର ଏପରି ଗାଢ଼ ଅନ୍ଧକାର ହେଲା ଯେ, କେହି ଏକ ଆରେକକୁ ଦେଖି ପାରିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ମୋଶା ତାଙ୍କର ହସ୍ତ ଆକାଶ ଆଡ଼କୁ ଉଠାଇଲେ। ତା’ପରେ ଅନ୍ଧକାର, ସାରା ମିଶର ଦେଶକୁ ଆଚ୍ଛାଦନ କଲା। ଏହି ଅନ୍ଧକାର ମିଶରରେ କ୍ରମାଗତ ତିନି ଦିନ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଆକାଶ ଆଡ଼େ ହସ୍ତ ବିସ୍ତାର କରନ୍ତେ, ତିନି ଦିନ ପର୍ଯ୍ୟନ୍ତ ମିସର ଦେଶର ସର୍ବତ୍ର ଏପରି ଗାଢ଼ ଅନ୍ଧକାର ହେଲା ଯେ, କେହି ପରସ୍ପରକୁ ଦେଖି ପାରିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଆକାଶ ଆଡ଼େ ହସ୍ତ ବିସ୍ତାର କରନ୍ତେ, ତିନି ଦିନ ପର୍ଯ୍ୟନ୍ତ ମିସର ଦେଶର ସର୍ବତ୍ର ଏପରି ଗାଢ଼ ଅନ୍ଧକାର ହେଲା ଯେ, କେହି ପରସ୍ପରଙ୍କୁ ଦେଖି ପାରିଲା ନାହିଁ।