Exodus 10:23 — Compare Translations

5 translations compared side by side

Odia - 1840
"ଜଣେେ ବ୍ଯକ୍ତି ଅନ୍ୟ ଜଣଙ୍କୁ ଦେଖିପାରିଲା ନାହିଁ। କହେି କୁଆଡେ ୟାଇ ପାରିଲେ ନାହିଁ । କିନ୍ତୁ ଯେଉଁଠା ରେ ଇଶ୍ରାୟେଲୀୟମାନେ ବାସ କରୁଥିଲେ ସଠାେରେ ଅନ୍ଧକାର ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତିନି ଦିନ ପର୍ଯ୍ୟନ୍ତ କେହି ଆପଣା ସ୍ଥାନରୁ ଉଠି ପାରିଲା ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣର ସମସ୍ତ ବାସସ୍ଥାନରେ ଆଲୁଅ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ବ୍ୟକ୍ତି ଅନ୍ୟ ଜଣକୁ ଦେଖି ପାରିଲା ନାହିଁ। କେହି କୁଆଡ଼େ ଯାଇ ପାରିଲେ ନାହିଁ । କିନ୍ତୁ ଯେଉଁଠାରେ ଇସ୍ରାଏଲୀୟମାନେ ବାସ କରୁଥିଲେ ସେଠାରେ ଅନ୍ଧକାର ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତିନି ଦିନ ପର୍ଯ୍ୟନ୍ତ କେହି ଆପଣା ସ୍ଥାନରୁ ଉଠି ପାରିଲେ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣର ସମସ୍ତ ବାସ ସ୍ଥାନରେ ଆଲୁଅ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଓ ତିନି ଦିନ ପର୍ଯ୍ୟନ୍ତ କେହି ଆପଣା ସ୍ଥାନରୁ ଉଠି ପାରିଲେ ନାହିଁ; ମାତ୍ର ଇସ୍ରାଏଲ ସନ୍ତାନଗଣର ସମସ୍ତ ବାସ ସ୍ଥାନରେ ଆଲୁଅ ଥିଲା।