Exodus 10:24 — Compare Translations
5 translations compared side by side
Odia - 1840
"ପୁନ୍ନରାଯ ଫାରୋ ମାଶାଙ୍କେୁ ଡାକିଲେ ଏବଂ କହିଲେ, ୟାଅ ସଦାପ୍ରଭୁଙ୍କର ଉପାସନା କର! ତୁମ୍ଭେ ତୁମ୍ଭର ପୁତ୍ରକନ୍ଯାମାନଙ୍କୁ ସାଙ୍ଗ ରେ ନଇୟୋଅ। କିନ୍ତୁ ତୁମ୍ଭର ମଷଗେୁଡିକୁ ଓ ଗୋରୁଗାଈଗୁଡିକ ନିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଫାରୋ ମୋଶାଙ୍କୁ ଡକାଇ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରିବାକୁ ଯାଅ; କେବଳ ତୁମ୍ଭମାନଙ୍କର ଗୋମେଷାଦି ପଲ ଥାଉନ୍ତୁ; ତୁମ୍ଭମାନଙ୍କ ବାଳକମାନେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ଯାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁନରାୟ ଫାରୋ ମୋଶାଙ୍କୁ ଡାକିଲେ ଏବଂ କହିଲେ, “ଯାଅ ସଦାପ୍ରଭୁଙ୍କର ଉପାସନା କର! ତୁମ୍ଭେ ତୁମ୍ଭର ପୁତ୍ରକନ୍ୟାମାନଙ୍କୁ ସାଙ୍ଗରେ ନେଇଯାଅ। କିନ୍ତୁ ତୁମ୍ଭର ମେଷଗୁଡ଼ିକୁ ଓ ଗୋରୁଗାଈଗୁଡ଼ିକ ନିଅ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଫାରୋ ମୋଶାଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରିବାକୁ ଯାଅ; କେବଳ ତୁମ୍ଭମାନଙ୍କର ଗୋମେଷାଦି ପଲ ଥାଉନ୍ତୁ; ତୁମ୍ଭମାନଙ୍କ ବାଳକମାନେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ଯାଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଫାରୋ ମୋଶାଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରିବାକୁ ଯାଅ; କେବଳ ତୁମ୍ଭମାନଙ୍କର ଗୋମେଷାଦି ପଲ ଥାଉନ୍ତୁ; ତୁମ୍ଭମାନଙ୍କ ବାଳକମାନେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ଯାଉନ୍ତୁ।”