Exodus 10:26 — Compare Translations

5 translations compared side by side

Odia - 1840
"ହଁ, ସଦାପ୍ରଭୁଙ୍କ ଉପାସନା ପାଇଁ ଆମ୍ଭମାନଙ୍କର ପଶୁଗଣଙ୍କୁ ଆମ୍ଭମାନଙ୍କ ସହିତ ନବେୁ। ଏଠା ରେ ଗୋଟିଏ ହେଲେ ଖୁରା ହିଁ ରହିବ ନାହିଁ। କାରଣ ଆମ୍ଭମାନଙ୍କ ସଦାପ୍ରଭୁଙ୍କର ଉପାସନା ନିମନ୍ତେ ସମାନଙ୍କେ ମଧ୍ଯରୁ ବଳି ନବୋକୁ ହବେ। କଣ ଦଇେ ସଦାପ୍ରଭୁଙ୍କର ଉପାସନା କରିବାକୁ ହବେ, ତାହା ଆମ୍ଭମାନେେ ସଠାେରେ ଉପସ୍ଥିତ ନ ହେଲେ ଜାଣି ପାରିବୁ ନାହିଁ। ତେଣୁ ଆମ୍ଭମାନଙ୍କର ଯାହାସବୁ ଅଛି ଆମ୍ଭମାନଙ୍କୁ ସେସମସ୍ତ ଦ୍ରବ୍ଯ ସଙ୍ଗ ରେ ନଇେ ୟିବାକୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ହଁ, ସଦାପ୍ରଭୁଙ୍କ ଉପାସନା ପାଇଁ ଆମ୍ଭମାନଙ୍କର ପଶୁଗଣଙ୍କୁ ଆମ୍ଭମାନଙ୍କ ସହିତ ନେବୁ। ଏଠାରେ ଗୋଟିଏ ହେଲେ ଖୁରା ହିଁ ରହିବ ନାହିଁ। କାରଣ ଆମ୍ଭମାନଙ୍କ ସଦାପ୍ରଭୁଙ୍କର ଉପାସନା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ। କ’ଣ ଦେଇ ସଦାପ୍ରଭୁଙ୍କର ଉପାସନା କରିବାକୁ ହେବ, ତାହା ଆମ୍ଭେମାନେ ସେଠାରେ ଉପସ୍ଥିତ ନ ହେଲେ ଜାଣି ପାରିବୁ ନାହିଁ। ତେଣୁ ଆମ୍ଭମାନଙ୍କର ଯାହାସବୁ ଅଛି ଆମ୍ଭମାନଙ୍କୁ ସେସମସ୍ତ ଦ୍ରବ୍ୟ ସଙ୍ଗରେ ନେଇ ଯିବାକୁ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି, କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପଶୁଗଣ ଆମ୍ଭମାନଙ୍କ ସଙ୍ଗରେ ଯିବେ, ଗୋଟିଏ ଖୁରା ହିଁ ଅବଶିଷ୍ଟ ରହିବ ନାହିଁ; କାରଣ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ; ପୁଣି, କି ଦେଇ ସଦାପ୍ରଭୁଙ୍କର ସେବା କରିବାକୁ ହେବ, ତାହା ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେମାନେ ଜାଣି ପାରିବୁ ନାହିଁ।”