Exodus 10:28 — Compare Translations
5 translations compared side by side
Odia - 1840
"ଏହାପରେ ଫାରୋ ମାଶାଙ୍କେୁ କହିଲେ, ମାେ ନିକଟରୁ ଦୂର ହୁଅ। ମୁଁ ତୁମ୍ଭର ମୁଖ ଯେପରି ଆଉ ନ ଦେଖେ। ଯଦି ମୁଁ ତୁମ୍ଭକୁ ପୁଣି ଦେଖେ, ତୁମ୍ଭେ ମୃତ୍ଯୁବରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଫାରୋ ତାଙ୍କୁ କହିଲେ, ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଫାରୋ ମୋଶାଙ୍କୁ କହିଲେ, “ମୋ’ ନିକଟରୁ ଦୂର ହୁଅ। ମୁଁ ତୁମ୍ଭର ମୁଖ ଯେପରି ଆଉ ନ ଦେଖେ। ଯଦି ମୁଁ ତୁମ୍ଭକୁ ପୁଣି ଦେଖେ, ତୁମ୍ଭେ ମୃତ୍ୟୁବରଣ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଫାରୋ ତାଙ୍କୁ କହିଲେ, “ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଫାରୋ ତାଙ୍କୁ କହିଲେ, “ଆମ୍ଭ ନିକଟରୁ ଦୂର ହୁଅ, ଆପଣା ବିଷୟରେ ସାବଧାନ ହୁଅ, ଆମ୍ଭର ମୁଖ ଆଉ କେବେ ଦେଖ ନାହିଁ; ଯେଉଁ ଦିନ ଆମ୍ଭର ମୁଖ ଦେଖିବ, ସେହି ଦିନ ମରିବ।”