Exodus 10:29 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ଫାରୋଙ୍କୁ କହିଲେ, ତୁମ୍ଭେ ଗୋଟିଏ ଠିକ୍ କଥା କହିଛ, ମୁଁ ତୁମ୍ଭକୁ ଆଉ ଦଖାେ କରିବାକୁ ଆସିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା କହିଲେ, ଆପଣ ଭଲ କହିଲେ, ମୁଁ ଆଉ କେବେ ଆପଣଙ୍କ ମୁଖ ଦେଖିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ଫାରୋଙ୍କୁ କହିଲେ, “ତୁମ୍ଭେ ଗୋଟିଏ ଠିକ୍ କଥା କହିଛ, ମୁଁ ତୁମ୍ଭକୁ ଆଉ ଦେଖା କରିବାକୁ ଆସିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା କହିଲେ, “ଆପଣ ଭଲ କହିଲେ, ମୁଁ ଆଉ କେବେ ଆପଣଙ୍କ ମୁଖ ଦେଖିବି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା କହିଲେ, “ଆପଣ ଭଲ କହିଲେ, ମୁଁ ଆଉ କେବେ ଆପଣଙ୍କ ମୁଖ ଦେଖିବି ନାହିଁ।”