Exodus 10:3 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ। ସମାନେେ ତାଙ୍କୁ କହିଲେ, ସଦାପ୍ରଭୁ ଏବ୍ରୀଯମାନଙ୍କର ପରମେଶ୍ବର କହିନ୍ତି, ' କେତେ ଦିନ ତୁମ୍ଭେ ମାେତେ ଅମାନ୍ଯ କରିବ? ମାରେ ଲୋକମାନଙ୍କୁ ୟିବାକୁ ଦିଅ ଓ ସମାନଙ୍କେୁ ମାରେ ଉପାସନା କରିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଛାଡ଼ି ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ। ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର କହନ୍ତି, ‘କେତେ ଦିନ ତୁମ୍ଭେ ମୋତେ ଅମାନ୍ୟ କରିବ? ମୋର ଲୋକମାନଙ୍କୁ ଯିବାକୁ ଦିଅ ଓ ସେମାନଙ୍କୁ ମୋର ଉପାସନା କରିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।