Exodus 10:4 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଯଦି ମାରେ ଲୋକମାନଙ୍କୁ ୟିବାକୁ ନଦିଅ। ତବେେ କାଲି ତୁମ୍ଭ ରାଜ୍ଯ ରେ ପଙ୍ଗପାଳ ଦଳ ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ଛାଡ଼ି ଦେବାକୁ ନାସ୍ତି କର, ତେବେ ଦେଖ, ଆମ୍ଭେ କାଲି ତୁମ୍ଭ ଅଞ୍ଚଳକୁ ପଙ୍ଗପାଳ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯଦି ମୋର ଲୋକମାନଙ୍କୁ ଯିବାକୁ ନ ଦିଅ, ତେବେ କାଲି ତୁମ୍ଭ ରାଜ୍ୟକୁ ପଙ୍ଗପାଳ ଦଳ ଆଣିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ମୋହର ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କର, ତେବେ ଦେଖ, ଆମ୍ଭେ ଆସନ୍ତାକାଲି ତୁମ୍ଭ ଅଞ୍ଚଳକୁ ପଙ୍ଗପାଳ ଆଣିବା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ମୋହର ଲୋକମାନଙ୍କୁ ଯିବାକୁ ଦେବା ପାଇଁ ମନା କର, ତେବେ ଦେଖ, ଆମ୍ଭେ ଆସନ୍ତାକାଲି ତୁମ୍ଭ ଅଞ୍ଚଳକୁ ପଙ୍ଗପାଳ ଆଣିବା।