Exodus 10:5 — Compare Translations

5 translations compared side by side

Odia - 1840
"ପଙ୍ଗପାଳ ଦଳ ତୁମ୍ଭ ଦେଶର ସମସ୍ତ ଭୂମିକୁ ଆଚ୍ଛାଦନ କରିବେ। ସମାନେେ ଏତେ ସଂଖ୍ଯକ ହବେେ ଯେ, ତୁମ୍ଭମାନେେ ଆଉ ଭୂମି ଦେଖିପାରିବ ନାହିଁ। ଯେକୌଣସି ଦ୍ରବ୍ଯ ଶିଳାବୃଷ୍ଟିରୁ ବଞ୍ଚିଛି, ସେସବୁ ସେ ଖାଇଯିବେ। ସମାନେେ କ୍ଷେତ୍ର ମଧ୍ଯସ୍ତ ସମସ୍ତ ବୃକ୍ଷ ପତ୍ରାଦି ଭକ୍ଷଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ପଙ୍ଗପାଳ ଦଳ ତୁମ୍ଭ ଦେଶର ସମସ୍ତ ଭୂମିକୁ ଆଚ୍ଛାଦନ କରିବେ। ସେମାନେ ଏତେ ସଂଖ୍ୟକ ହେବେ ଯେ, ତୁମ୍ଭେମାନେ ଆଉ ଭୂମି ଦେଖି ପାରିବ ନାହିଁ। ଯେକୌଣସି ଦ୍ରବ୍ୟ ଶିଳାବୃଷ୍ଟିରୁ ବଞ୍ଚିଛି, ସେସବୁ ସେ ଖାଇଯିବେ। ସେମାନେ କ୍ଷେତ୍ର ମଧ୍ୟସ୍ଥ ସମସ୍ତ ବୃକ୍ଷ ପତ୍ରାଦି ଭକ୍ଷ୍ୟଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଭୂମିର ମୁଖ ଏପରି ଆଚ୍ଛନ୍ନ କରିବେ ଯେ, କେହି ତାହା ଦେଖି ପାରିବ ନାହିଁ; ପୁଣି, ଶିଳା ବୃଷ୍ଟିରୁ ରକ୍ଷିତ ଓ ଅବଶିଷ୍ଟ ଯାହା କିଛି ତୁମ୍ଭମାନଙ୍କର ଅଛି, ତାହା ସେମାନେ ଖାଇବେ, ପୁଣି, ତୁମ୍ଭମାନଙ୍କର କ୍ଷେତ୍ରୋତ୍ପନ୍ନ ସମସ୍ତ ବୃକ୍ଷ ଖାଇବେ।
Odia IRV 2017 (ଓଡିଆ ବାଇବେଲ)