Exodus 10:8 — Compare Translations

5 translations compared side by side

Odia - 1840
"ତେଣୁ ଫାରୋ ଆଜ୍ଞା ଦେଲେ, ତାଙ୍କର କର୍ମଚାରୀମାନଙ୍କୁ ଯେ, ତୁମ୍ଭମାନେେ ମାଶାେ ଓ ହାରୋଣଙ୍କୁ ଫରୋଇ ଆଣ। ଫାରୋ ସମାନଙ୍କେୁ କହିଲେ, ତୁମ୍ଭମାନେେ ୟାଅ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କର ଉପାସନା କର। କିନ୍ତୁ ମାେତେ କୁହ, କେଉଁମାନେ ୟିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୋଶା ଓ ହାରୋଣ ପୁନର୍ବାର ଫାରୋଙ୍କ ନିକଟକୁ ଅଣା ଯାଆନ୍ତେ, ସେ ସେମାନଙ୍କୁ କହିଲେ, ଯାଅ, ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କର ସେବା କର; ମାତ୍ର କିଏ କିଏ ଯିବ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଫାରୋ ତାଙ୍କର କର୍ମଗ୍ଭରୀମାନଙ୍କୁ ଆଜ୍ଞା ଦେଲେ ଯେ, ତୁମ୍ଭେମାନେ ମୋଶା ଓ ହାରୋଣଙ୍କୁ ଫେରାଇ ଆଣ। ଫାରୋ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଅ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ଉପାସନା କର। କିନ୍ତୁ ମୋତେ କୁହ, କେଉଁମାନେ ଯିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୋଶା ଓ ହାରୋଣ ପୁନର୍ବାର ଫାରୋଙ୍କ ନିକଟକୁ ଅଣା ଯାଆନ୍ତେ, ସେ ସେମାନଙ୍କୁ କହିଲେ, “ଯାଅ, ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର; ମାତ୍ର କିଏ କିଏ ଯିବ?”
Odia IRV 2017 (ଓଡିଆ ବାଇବେଲ)
ତେବେ ମୋଶା ଓ ହାରୋଣ ପୁନର୍ବାର ଫାରୋଙ୍କ ନିକଟକୁ ଅଣା ଯାଆନ୍ତେ, ସେ ସେମାନଙ୍କୁ କହିଲେ, “ଯାଅ, ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କର; ମାତ୍ର କିଏ କିଏ ଯିବ?”