Exodus 10:9 — Compare Translations

5 translations compared side by side

Odia - 1840
"ମାଶାେ ଉତ୍ତର ଦେଲେ, ଆମ୍ଭର ସମସ୍ତ ଲୋକ ଏପରିକି ଆବାଳବୃଦ୍ଧବନିତା ଏବଂ ଆମ୍ଭମାନଙ୍କର ମେଣ୍ଢା ଓ ଗୋରୁ-ଗାଈମାନେ ମଧ୍ଯ ଯିବେ। ଆମ୍ଭମାନେେ ସମସ୍ତେ ୟିବୁ କାରଣ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ରେ ଉତ୍ସବ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା କହିଲେ, ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଉତ୍ତର ଦେଲେ, “ଆମ୍ଭର ସମସ୍ତ ଲୋକ ଏପରିକି ଆବାଳବୃଦ୍ଧବନିତା ଏବଂ ଆମ୍ଭମାନଙ୍କର ମେଣ୍ଢା ଓ ଗୋରୁ-ଗାଈମାନେ ମଧ୍ୟ ଯିବେ। ଆମ୍ଭେମାନେ ସମସ୍ତେ ଯିବୁ କାରଣ ସଦାପ୍ରଭୁଙ୍କର ଉଦ୍ଦେଶ୍ୟରେ ଉତ୍ସବ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା କହିଲେ, “ଆମ୍ଭେମାନେ ଆପଣା ଆପଣା ବାଳକ ଓ ବୃଦ୍ଧ ସମସ୍ତଙ୍କୁ ସଙ୍ଗେ ଘେନି ଯିବୁ ଓ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ, ପୁଣି, ଗୋମେଷାଦି ପଲ ମଧ୍ୟ ସଙ୍ଗରେ ଘେନି ଯିବୁ, ଯେହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆମ୍ଭମାନଙ୍କର ଉତ୍ସବ କରିବାକୁ ହେବ।”
Odia IRV 2017 (ଓଡିଆ ବାଇବେଲ)