Exodus 11:1 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଆମ୍ଭେ ଆଉ ଏକ ଉତ୍ପାତ ମିଶର ଓ ଫାରୋଙ୍କ ବିରୁଦ୍ଧ ରେ ଆଣିବା। ଏହାପରେ ସେ ତୁମ୍ଭକୁ ମିଶରରୁ ବାହାର କରିଦବେ। ଏପରିକି ସେ ତୁମ୍ଭକୁ ବଳପୂର୍ବକ ମିଶରରୁ ତଡିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଛାଡ଼ି ଦେବ; ପୁଣି ଛାଡ଼ିଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତା; ତଡ଼ିଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମଜାତ ସନ୍ତାନମାନଙ୍କର ମୃତ୍ୟୁ ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଆଉ ଏକ ଉତ୍ପାତ ମିଶର ଓ ଫାରୋଙ୍କ ବିରୁଦ୍ଧରେ ଆଣିବା। ଏହା ପରେ ସେ ତୁମ୍ଭକୁ ମିଶରରୁ ବାହାର କରିଦେବ। ଏପରିକି ସେ ତୁମ୍ଭକୁ ବଳପୂର୍ବକ ମିଶରରୁ ତଡ଼ି ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଯିବାକୁ ଦେବ; ପୁଣି, ଯିବାକୁ ଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତାନ୍ତ ତଡ଼ି ଦେବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଯିବାକୁ ଦେବ; ପୁଣି, ଯିବାକୁ ଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତାନ୍ତ ତଡ଼ି ଦେବ।