Exodus 11:10 — Compare Translations

5 translations compared side by side

Odia - 1840
"ମାଶାେ ଏବଂ ହାରୋଣ, ଫାରୋଙ୍କ ଆଗ ରେ ଏହିସବୁ ଅଦ୍ଭୁତ କର୍ମମାନ କଲେ, କିନ୍ତୁ ସଦାପ୍ରଭୁ ଫାରୋଙ୍କୁ ଜିଦ୍ଖୋର କଲେ, ତେଣୁ ସେ ଇଶ୍ରାୟେଲୀୟମାନଙ୍କୁ ତାଙ୍କର ଦେଶ ଛାଡି ୟିବା ପାଇଁ ଅନୁମତି ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଛାଡ଼ି ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଏବଂ ହାରୋଣ, ଫାରୋଙ୍କ ଆଗରେ ଏହିସବୁ ଅ‌ଦ୍‌ଭୂତ କର୍ମମାନ କଲେ, କିନ୍ତୁ ସଦାପ୍ରଭୁ ଫାରୋଙ୍କୁ କଠୋର କଲେ, ତେଣୁ ସେ ଇସ୍ରାଏଲୀୟମାନଙ୍କୁ ତାଙ୍କର ଦେଶ ଛାଡ଼ି ଯିବା ପାଇଁ ଅନୁମତି ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।