Exodus 11:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ଏହି ବାର୍ତ୍ତା ମିଶରବାସୀଙ୍କୁ ଦିଅ। 'ପ୍ରେତ୍ୟକକ ପୁରୁଷ ଆପଣା ପ୍ରତିବେଶୀଠାରୁ ଏବଂ ପ୍ରେତ୍ୟକକ ସ୍ତ୍ରୀ ଆପଣା ପ୍ରତିବେଶୀନୀଠାରୁ ରେ ୗପ୍ୟ ଅଳଙ୍କାର ଓ ସ୍ବର୍ଣ୍ଣ ଅଳଙ୍କାର ମାଗି ନିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ପ୍ରତିବାସୀଠାରୁ ଓ ପ୍ରତ୍ୟେକ ସ୍ତ୍ରୀ ଆପଣା ଆପଣା ପ୍ରତିବାସିନୀଠାରୁ ରୌପ୍ୟ-ଅଳଙ୍କାର ଓ ସ୍ଵର୍ଣ୍ଣ-ଅଳଙ୍କାର ମାଗି ଘେନନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏହି ବାର୍ତ୍ତା ଇସ୍ରାଏଲୀୟମାନଙ୍କୁ ଦିଅ। ‘ପ୍ରତ୍ୟେକ ପୁରୁଷ ଆପଣା ପ୍ରତିବାସୀଠାରୁ ଏବଂ ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀଠାରୁ ରୌପ୍ୟ ଅଳଙ୍କାର ଓ ସ୍ୱର୍ଣ୍ଣ ଅଳଙ୍କାର ମାଗି ନିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ପ୍ରତିବାସୀଠାରୁ ଓ ପ୍ରତ୍ୟେକ ସ୍ତ୍ରୀ ଆପଣା ଆପଣା ପ୍ରତିବାସିନୀଠାରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ମାଗି ନିଅନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ପ୍ରତିବାସୀଠାରୁ ଓ ପ୍ରତ୍ୟେକ ସ୍ତ୍ରୀ ଆପଣା ଆପଣା ପ୍ରତିବାସିନୀଠାରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ମାଗି ନିଅନ୍ତୁ।”