Exodus 11:4 — Compare Translations
5 translations compared side by side
Odia - 1840
"ମାଶାେ ଲୋକମାନଙ୍କୁ କହିଲେ, ସଦାପ୍ରଭୁ କହନ୍ତି, 'ଦୁଇପ୍ରହର ରାତ୍ରି ରେ ମୁଁ ଆଜି ମିଶର ମଧ୍ଯ ଦଇେ ଗମନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଲୋକମାନଙ୍କୁ କହିଲେ, “ସଦାପ୍ରଭୁ କହନ୍ତି, ‘ଦୁଇପ୍ରହର ରାତ୍ରିରେ ମୁଁ ଆଜି ମିଶର ମଧ୍ୟଦେଇ ଗମନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟ ଦେଇ ଗମନ କରିବା।”