Exodus 11:5 — Compare Translations
5 translations compared side by side
Odia - 1840
"ଏବଂ ମିଶରର ସମସ୍ତ ପ୍ରଥମଜାତ ସନ୍ତାନ ମରିବେଏପରିକି ଫାରୋଙ୍କର ପ୍ରଥମ ଜାତ ପୁତ୍ର ଚକି ପଷେଣକାରୀ ଦାସମାନଙ୍କର ପ୍ରଥମଜାତ ପୁତ୍ର ଓ ସମସ୍ତ ପଶୁମାନଙ୍କର ପ୍ରଥମଜାତ ମାନେ ମଧ୍ଯ ମରିବୋ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମିଶରର ସମସ୍ତ ପ୍ରଥମଜାତ ସନ୍ତାନ ମରିବେ ଏପରିକି ଫାରୋଙ୍କର ପ୍ରଥମଜାତ ପୁତ୍ର, ଚକିପେଷଣକାରୀ ଦାସମାନଙ୍କର ପ୍ରଥମଜାତ ପୁତ୍ର ଓ ସମସ୍ତ ପଶୁମାନଙ୍କର ପ୍ରଥମଜାତମାନେ ମଧ୍ୟ ମରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ।