Exodus 11:6 — Compare Translations
5 translations compared side by side
Odia - 1840
"ମିଶର ରେ ଏକ ମହାରୋଦନ ହବେ। ଯାହା ପୂର୍ବେ ହାଇେ ନାହିଁ କି କବେେ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରରେ ଏକ ମହାରୋଦନ ହେବ। ଯାହା ପୂର୍ବେ ହୋଇ ନାହିଁ କି କେବେ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ।