Exodus 12:1 — Compare Translations
5 translations compared side by side
Odia - 1840
"ଯେଉଁ ସମୟରେ ମାଶାେ ଏବଂ ହାରୋଣ ମିଶର ରେ ଥିଲେ, ସଦାପ୍ରଭୁ ସମାନଙ୍କେୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମିସର ଦେଶରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ନିସ୍ତାରପର୍ବ ଯେଉଁ ସମୟରେ ମୋଶା ଏବଂ ହାରୋଣ ମିଶରରେ ଥିଲେ, ସଦାପ୍ରଭୁ ସେମାନଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମିସର ଦେଶରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମିସର ଦେଶରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,