Exodus 12:11 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଯେତବେେଳେ ଏହି ମାଂସ ଭୋଜନ କରିବ, ସେତବେେଳେ ତୁମ୍ଭମାନେେ ଉତ୍ତମ ପୋଷାକମାନ ପରିଧାନ କରିବ, ତୁମ୍ଭମାନେେ ଭ୍ରମଣ ପାଇଁ ୟିବା ବେଳେ ଯେଉଁପରି ଭାବରେ ପୋଷାକ ପରିଧାନ କର। ତୁମ୍ଭେ ୟୋତା ପିନ୍ଧିବା ଉଚିତ୍ ଓ ତୁମ୍ଭ ହସ୍ତ ରେ ତୁମ୍ଭର ଆଶାବାଡି ରହିବା ଉଚିତ୍। ତୁମ୍ଭେ ଏହାକୁ ଶୀଘ୍ର ଭୋଜନ କରିବ। କାହିଁକି? କାରଣ ଏହା ହେଉଛି ସଦାପ୍ରଭୁଙ୍କର ନିସ୍ତାରପର୍ବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ତୁମ୍ଭେମାନେ ତାହା ଭୋଜନ କରିବ, ଅର୍ଥାତ୍ କଟି ବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଚଞ୍ଚଳ ତାହା ଭୋଜନ କରିବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଯେତେବେଳେ ଏହି ମାଂସ ଭୋଜନ କରିବ, ସେତେବେଳେ ତୁମ୍ଭେମାନେ ଉତ୍ତମ ପୋଷାକମାନ ପରିଧାନ କରିବ, ତୁମ୍ଭେମାନେ ଭ୍ରମଣ ପାଇଁ ଯିବା ବେଳେ ଯେଉଁପରି ଭାବରେ ପୋଷାକ ପରିଧାନ କର। ତୁମ୍ଭେ ଜୋତା ପିନ୍ଧିବା ଉଚିତ୍ ଓ ତୁମ୍ଭ ହସ୍ତରେ ତୁମ୍ଭର ଆଶାବାଡ଼ି ରହିବା ଉଚିତ୍। ତୁମ୍ଭେ ଏହାକୁ ଶୀଘ୍ର ଭୋଜନ କରିବ। କାରଣ ଏହା ହେଉଛି ସଦାପ୍ରଭୁଙ୍କର ନିସ୍ତାରପର୍ବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭେମାନେ କଟିବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭମାନେ କଟି ବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।