Exodus 12:14 — Compare Translations
5 translations compared side by side
Odia - 1840
" ତେଣୁ ତୁମ୍ଭମାନେେ ଭଲଭାବେ ମନରେଖ ଯେ, ଆଜି ରାତ୍ରିଟି ତୁମ୍ଭମାନଙ୍କ ପାଇଁ ସ୍ମରଣୀଯ ଦିନ ହବେ। ତୁମ୍ଭମାନେେ ଏହି ଦିନକୁ ସଦାପ୍ରଭୁଙ୍କର ପର୍ବରୂପେ ପଚାଳନ କରିବ। ତୁମ୍ଭର ଭବିଷ୍ଯତ ବଂଶଧରମାନେ ଏହି ପର୍ବ ପ୍ରତିବର୍ଷ ପାଳନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ତୁମ୍ଭେମାନେ ଭଲଭାବେ ମନେରଖ ଯେ, ଆଜି ରାତ୍ରଟି ତୁମ୍ଭମାନଙ୍କ ପାଇଁ ସ୍ମରଣୀୟ ଦିନ ହେବ। ତୁମ୍ଭେମାନେ ଏହି ଦିନକୁ ସଦାପ୍ରଭୁଙ୍କର ପର୍ବରୂପେ ପାଳନ କରିବ। ତୁମ୍ଭର ଭବିଷ୍ୟଦ୍ ବଂଶଧରମାନେ ଏହି ପର୍ବ ପ୍ରତି ବର୍ଷ ପାଳନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।