Exodus 12:15 — Compare Translations
5 translations compared side by side
Odia - 1840
"ଏହି ଉତ୍ସବ ରେ ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ସାତଦିନ ପର୍ୟ୍ଯନ୍ତ ଖାଇବ। ବିଶଷେତଃ ପ୍ରଥମ ଦିନ ରେ ତୁମ୍ଭ ଗୃହରୁ ତାଡି ଦୂର ରେ ରଖିବ। ଏହି ସାତଦିନ ମଧିଅରେ ତୁମ୍ଭମାନେେ କହେି ତାଡି ଖାଇବ ନାହିଁ। ଯଦି କହେି ତାଡି ଭୋଜନ କରେ ତବେେ ସେ ତା'ର ଲୋକମାନଙ୍କ ମଧ୍ଯରୁ ବିଛିନ୍ନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ିମିଶ୍ରିତ ରୋଟୀ ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଉତ୍ସବରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ସାତ ଦିନ ପର୍ଯ୍ୟନ୍ତ ଖାଇବ। ବିଶେଷତଃ ପ୍ରଥମ ଦିନରେ ତୁମ୍ଭ ଗୃହରୁ ତାଡ଼ି ଦୂରରେ ରଖିବ। ଏହି ସାତ ଦିନ ମଧ୍ୟରେ ତୁମ୍ଭେମାନେ କେହି ତାଡ଼ି ଖାଇବ ନାହିଁ। ଯଦି କେହି ତାଡ଼ି ଭୋଜନ କରେ ତେବେ ସେ ତା’ର ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)