Exodus 12:17 — Compare Translations

5 translations compared side by side

Odia - 1840
"ଏହି ପ୍ରକାର ରେ ତୁମ୍ଭମାନେ ତାଡିଶୁନ୍ଯ ରୋଟୀର ପର୍ବ ପ୍ରତିବର୍ଷ ପାଳନ କରିବ। କାରଣ ସହେିଦିନ ରେ ହିଁ ମୁଁ ତୁମ୍ଭମାନଙ୍କୁ ମିଶରରୁ ଦଳବଦ୍ଧ କରି ବାହାର କରି ଆଣିଲି। ଏଣୁ ତୁମ୍ଭମାନଙ୍କର ବଂଶଧର ଅନନ୍ତକାଳୀନ ବ୍ଯବସ୍ଥା ରେ ମାେ ପାଇଁ ଏହି ଦିନ ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କରିବ, କାରଣ ସେହି ଦିନରେ ହିଁ ଆମ୍ଭେ ତୁମ୍ଭମାନଙ୍କର ସୈନ୍ୟମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା; ଏଣୁ ତୁମ୍ଭେମାନେ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ଦିନ ପାଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପ୍ରକାରରେ ତୁମ୍ଭେମାନ ତାଡ଼ିଶୂନ୍ୟ ରୋଟୀର ପର୍ବ ପ୍ରତି ବର୍ଷ ପାଳନ କରିବ। କାରଣ ସେହି ଦିନରେ ହିଁ ମୁଁ ତୁମ୍ଭମାନଙ୍କୁ ମିଶରରୁ ଦଳବଦ୍ଧ କରି ବାହାର କରି ଆଣିବା। ଏଣୁ ତୁମ୍ଭମାନଙ୍କର ବଂଶଧର ଅନନ୍ତକାଳୀନ ବ୍ୟବସ୍ଥାରେ ମୋ’ ପାଇଁ ଏହି ଦିନ ପାଳନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବ, କାରଣ ସେହି ଦିନରେ ହିଁ ଆମ୍ଭେ ତୁମ୍ଭମାନଙ୍କର ସୈନ୍ୟମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା; ଏଣୁ ତୁମ୍ଭେମାନେ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ଦିନ ପାଳନ କରିବ।
Odia IRV 2017 (ଓଡିଆ ବାଇବେଲ)