Exodus 12:18 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ଯା ସମୟରୁ ଏକୋଇଶ ଦିନର ସନ୍ଧ୍ଯା ପର୍ୟ୍ଯନ୍ତ ତାଡୀଶୂନ୍ଯ ରୋଟୀ ଭୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।