Exodus 12:19 — Compare Translations
5 translations compared side by side
Odia - 1840
"ସପ୍ତା ହେ ପର୍ୟ୍ଯନ୍ତ ତୁମ୍ଭମାନଙ୍କ ଗୃହ ରେ ଲେଶମାତ୍ର ତାଡି ନ ରହୁ କାରଣ ବିଦେଶୀ ଅବା ସ୍ବଦେଶୀ ଯେଉଁ ଜନ ଏଥିମଧିଅରେ ତାଡି ମିଶ୍ରିତ ଦ୍ରବ୍ଯ ଖାଇବ, ସେ ପ୍ରାଣୀ ଇଶ୍ରାୟେଲ ମସ୍ତକରୁ ଉଚ୍ଛିନ୍ନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ଵଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ିମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ-ମଣ୍ତଳୀରୁ ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ-ମଣ୍ଡଳୀରୁ ଉଚ୍ଛିନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ-ମଣ୍ଡଳୀରୁ ଉଚ୍ଛିନ୍ନ ହେବ।