Exodus 12:2 — Compare Translations

5 translations compared side by side

Odia - 1840
"ଏହି ମାସ ତୁମ୍ଭମାନଙ୍କ ପାଇଁ ବର୍ଷର ପ୍ରଥମ ମାସ ହବେ ଏବଂ ଏହା ତୁମ୍ଭମାନଙ୍କ ପାଇଁ ପ୍ରଧାନ ମାସ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ମାସ ତୁମ୍ଭମାନଙ୍କର ପ୍ରଧାନ ମାସ ଓ ବର୍ଷର ପ୍ରଥମ ମାସ ହେବ।
Odia Bible ERV 2004 (ପବିତ୍ର ବାଇବଲ)
“ଏହି ମାସ ତୁମ୍ଭମାନଙ୍କ ପାଇଁ ବର୍ଷର ପ୍ରଥମ ମାସ ହେବ ଏବଂ ଏହା ତୁମ୍ଭମାନଙ୍କ ପାଇଁ ପ୍ରଧାନ ମାସ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏହି ମାସ ତୁମ୍ଭମାନଙ୍କର ପ୍ରଧାନ ମାସ ଓ ବର୍ଷର ପ୍ରଥମ ମାସ ହେବ।
Odia IRV 2017 (ଓଡିଆ ବାଇବେଲ)
“ଏହି ମାସ ତୁମ୍ଭମାନଙ୍କର ପ୍ରଧାନ ମାସ ଓ ବର୍ଷର ପ୍ରଥମ ମାସ ହେବ।