Exodus 12:20 — Compare Translations
5 translations compared side by side
Odia - 1840
"ଏହି ପର୍ବ ରେ, ତୁମ୍ଭମାନେେ ତାଡିଶୂନ୍ଯ ରୋଟୀ ଖାଇବ ନାହିଁ। ତୁମ୍ଭମାନେେ ଯେଉଁ ସ୍ଥାନ ରେ ବାସ କରନା କାହିଁକି ତାଡିଶୂନ୍ଯ ରୋଟୀ ଖାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତାଡ଼ିମିଶ୍ରିତ କୌଣସି ଦ୍ରବ୍ୟ ଖାଇବ ନାହିଁ,ତୁମ୍ଭେମାନେ ଆପଣା ଆପଣା ସମସ୍ତ ବାସସ୍ଥାନରେ ତାଡ଼ିଶୂନ୍ୟ ରୋଟୀ ଖାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ପର୍ବରେ, ତୁମ୍ଭେମାନେ ତାଡ଼ିମିଶ୍ରିତ ରୋଟୀ ଖାଇବ ନାହିଁ। ତୁମ୍ଭେମାନେ ଯେଉଁ ସ୍ଥାନରେ ବାସ କରନା କାହିଁକି ତାଡ଼ିଶୂନ୍ୟ ରୋଟୀ ଖାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତାଡ଼ି ମିଶ୍ରିତ କୌଣସି ଦ୍ରବ୍ୟ ଖାଇବ ନାହିଁ, ତୁମ୍ଭେମାନେ ଆପଣା ଆପଣା ସମସ୍ତ ବାସ ସ୍ଥାନରେ ତାଡ଼ିଶୂନ୍ୟ ରୁଟି ଖାଇବ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତାଡ଼ି ମିଶ୍ରିତ କୌଣସି ଦ୍ରବ୍ୟ ଖାଇବ ନାହିଁ, ତୁମ୍ଭେମାନେ ଆପଣା ଆପଣା ସମସ୍ତ ବାସ ସ୍ଥାନରେ ତାଡ଼ିଶୂନ୍ୟ ରୁଟି ଖାଇବ।”