Exodus 12:21 — Compare Translations
5 translations compared side by side
Odia - 1840
"ତେଣୁ ମାଶାେ ଇଶ୍ରାୟେଲର ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ। ମାଶାେ ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭର ପରିବାର ପାଇଁ ଏକ ମଷେଶାବକ ଆଣ ଓ ନିସ୍ତାରପର୍ବର ମଷେଶାବକକୁ ବଧ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୋଶା ଇସ୍ରାଏଲର ସମସ୍ତ ପ୍ରାଚୀନ ଲୋକଙ୍କୁ ଡକାଇ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଆପଣା ଆପଣା ପରିଜନାନୁସାରେ ଏକ ଏକ ମେଷଶାବକ ବାହାର କରି ନେଇ ନିସ୍ତାର ପର୍ବୀୟ ବଳି ବଧ କର।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ। ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭର ପରିବାର ପାଇଁ ଏକ ମେଷଶାବକ ଆଣ ଓ ନିସ୍ତାରପର୍ବର ମେଷଶାବକକୁ ବଧ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୋଶା ଇସ୍ରାଏଲର ସମସ୍ତ ପ୍ରାଚୀନ ଲୋକଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଆପଣା ଆପଣା ପରିଜନାନୁସାରେ ଏକ ଏକ ମେଷଶାବକ ବାହାର କରି ନେଇ ନିସ୍ତାରପର୍ବୀୟ ବଳି ବଧ କର।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୋଶା ଇସ୍ରାଏଲର ସମସ୍ତ ପ୍ରାଚୀନ ଲୋକଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଆପଣା ଆପଣା ପରିଜନାନୁସାରେ ଏକ ଏକ ମେଷଶାବକ ବାହାର କରି ନେଇ ନିସ୍ତାର ପର୍ବୀୟ ବଳି ବଧ କର।