Exodus 12:22 — Compare Translations

5 translations compared side by side

Odia - 1840
"ବିଡାଏ ଏସୋବ୍ ନଇେ ପାତ୍ର ରେ ଥିବା ରକ୍ତ ରେ ବୁଡାଇ ଦ୍ବାରର କପାଳି ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ। ପୁଣି ପ୍ରଭାତ ୟାଏ ତୁମ୍ଭମାନଙ୍କର କହେିଗୃହ ଦ୍ବାର ରେ ବାହାରକୁ ନଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବିଡ଼ାଏ ଏସୋବ୍ ଘେନି ପାତ୍ରସ୍ଥିତ ରକ୍ତରେ ବୁଡ଼ାଇ ଦ୍ଵାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ; ପୁଣି ପ୍ରଭାତ- ଯାଏ ତୁମ୍ଭମାନଙ୍କର କେହି ଗୃହ ଦ୍ଵାରରେ ବାହାରକୁ ନ ଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ବିଡ଼ାଏ ଏସୋବ୍ ନେଇ ପାତ୍ରରେ ଥିବା ରକ୍ତରେ ବୁଡ଼ାଇ ଦ୍ୱାରର କପାଳି ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ। ପୁଣି ପ୍ରଭାତ ଯାଏ ତୁମ୍ଭମାନଙ୍କର କେହିଗୃହ ଦ୍ୱାରର ବାହାରକୁ ନ ଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବିଡ଼ାଏ ଏସୋବ ଘେନି ପାତ୍ରସ୍ଥିତ ରକ୍ତରେ ବୁଡ଼ାଇ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ; ପୁଣି, ପ୍ରଭାତ ପର୍ଯ୍ୟନ୍ତ ତୁମ୍ଭମାନଙ୍କର କେହି ଗୃହ ଦ୍ୱାରରେ ବାହାରକୁ ନ ଯାଉ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବିଡ଼ାଏ ଏସୋବ ଘେନି ପାତ୍ରସ୍ଥିତ ରକ୍ତରେ ବୁଡ଼ାଇ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ; ପୁଣି, ପ୍ରଭାତ ପର୍ଯ୍ୟନ୍ତ ତୁମ୍ଭମାନଙ୍କର କେହି ଗୃହ ଦ୍ୱାରରେ ବାହାରକୁ ନ ଯାଉ।