Exodus 12:23 — Compare Translations
5 translations compared side by side
Odia - 1840
"ସହେି ସମୟରେ ସଦାପ୍ରଭୁ ମିଶର ମଝି ରେ ଯିବେ ଏବଂ ମିଶରୀଯମାନଙ୍କୁ ହତ୍ଯା କରିବେ। ସଦାପ୍ରଭୁ ଯେଉଁ ଦ୍ବାର ରେ ରକ୍ତ ଚିହ୍ନ ଦେଖିବେ ସହେି ଘରକୁ ଛାଡି ଦବେେ। ସେ ମୃତ୍ଯୁ ଦୂତକୁ ତୁମ୍ଭ ଘ ରେ ପଶି ତୁମ୍ଭକୁ ହତ୍ଯା କରିବାକୁ ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁ ମିସ୍ରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟ ଦେଇ ଯିବେ; ତହିଁରେ ଦ୍ଵାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ଵାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସଦାପ୍ରଭୁ ମିଶର ମଝିରେ ଯିବେ ଏବଂ ମିଶରୀୟମାନଙ୍କୁ ହତ୍ୟା କରିବେ। ସଦାପ୍ରଭୁ ଯେଉଁ ଦ୍ୱାରରେ ରକ୍ତ ଚିହ୍ନ ଦେଖିବେ ସେହି ଘରକୁ ଛାଡ଼ି ଦେବେ। ସେ ମୃତ୍ୟୁ ଦୂତକୁ ତୁମ୍ଭ ଘରେ ପଶି ତୁମ୍ଭକୁ ହତ୍ୟା କରିବାକୁ ଦେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁ ମିସରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସଦାପ୍ରଭୁ ମିସ୍ରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟ ଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ।