Exodus 12:24 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କୁ ଏହି ଆଜ୍ଞା ମାନିବାକୁ ହବେ। ଏହି ବ୍ଯବସ୍ଥା ତୁମ୍ଭମାନଙ୍କ ପାଇଁ ଓ ତୁମ୍ଭମାନଙ୍କର ଭବିଷ୍ଯତ ବଂଶଧରମାନଙ୍କ ପାଇଁ। ତୁମ୍ଭର ଭବିଷ୍ଯତ ବଂଶଧରମାନେ ସବୁଦିନ ପାଇଁ ପାଳନ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ଓ ଯୁଗାନୁକ୍ରମେ ତୁମ୍ଭମାନଙ୍କ ସନ୍ତାନମାନେ ବିଧିମତେ ଏହି ରୀତି ପାଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କୁ ଏହି ଆଜ୍ଞା ମାନିବାକୁ ହେବ। ଏହି ବ୍ୟବସ୍ଥା ତୁମ୍ଭମାନଙ୍କ ପାଇଁ ଓ ତୁମ୍ଭମାନଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କ ପାଇଁ। ତୁମ୍ଭର ଭବିଷ୍ୟଦ୍ ବଂଶଧରମାନେ ସବୁଦିନ ପାଇଁ ପାଳନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଓ ଯୁଗାନୁକ୍ରମେ ତୁମ୍ଭମାନଙ୍କ ସନ୍ତାନମାନେ ବିଧିମତେ ଏହି ରୀତି ପାଳନ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଓ ଯୁଗାନୁକ୍ରମେ ତୁମ୍ଭମାନଙ୍କ ସନ୍ତାନମାନେ ବିଧିମତେ ଏହି ରୀତି ପାଳନ କରିବ।