Exodus 12:25 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ଏକଥା ଯେପରି ମନେ ରହେ ଏହା ତୁମ୍ଭମାନେେ ସଠାେରେ ମଧ୍ଯ ପାଳନ କରିବ, ସହେି ଭୂମି ସଦାପ୍ରଭୁ ତୁମ୍ଭମାନଙ୍କୁ ଦବେେ, ଯେ ହତେୁ ସେ ପ୍ରତିଜ୍ଞା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ; ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ସେଠାରେ ପ୍ରବେଶ କଲେ, ଏହି ସେବା ସାଧନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ଏକଥା ଯେପରି ମନେ ରହେ ଏହା ତୁମ୍ଭେମାନେ ସେଠାରେ ମଧ୍ୟ ପାଳନ କରିବ, ସେହି ଭୂମି ସଦାପ୍ରଭୁ ତୁମ୍ଭମାନଙ୍କୁ ଦେବେ, ଯେହେତୁ ସେ ପ୍ରତିଜ୍ଞା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ; ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ସେଠାରେ ପ୍ରବେଶ କଲେ, ଏହି ସେବା ସାଧନ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ; ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ସେଠାରେ ପ୍ରବେଶ କଲେ, ଏହି ସେବା ସାଧନ କରିବ।