Exodus 12:26 — Compare Translations
5 translations compared side by side
Odia - 1840
"ଯେ ତବେଳେ ତୁମ୍ଭର ପିଲାମାନେ ତୁମ୍ଭକୁ ପଚାରିବେ, 'ତୁମ୍ଭମାନେେ କାହିଁକି ଏପରି ପର୍ବ ପାଳନ କରୁଛ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭମାନଙ୍କ ଏହି ସେବାର ଅଭିପ୍ରାୟ କଅଣ?
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ତୁମ୍ଭର ପିଲାମାନେ ତୁମ୍ଭକୁ ପଗ୍ଭରିବେ, ‘ତୁମ୍ଭେମାନେ କାହିଁକି ଏପରି ପର୍ବ ପାଳନ କରୁଛ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭମାନଙ୍କ ‘ଏହି ସେବାର ଅଭିପ୍ରାୟ କଅଣ?’
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭମାନଙ୍କ ଏହି ସେବାର ଅଭିପ୍ରାୟ କଅଣ?