Exodus 12:28 — Compare Translations
5 translations compared side by side
Odia - 1840
"ଏହି ଆଜ୍ଞା ସଦାପ୍ରଭୁ, ମାଶାେ ଏବଂ ହାରୋଣଙ୍କୁ ଦଇେଥିଲେ। ତେଣୁ ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ କର୍ମମାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଆଜ୍ଞା ସଦାପ୍ରଭୁ, ମୋଶା ଏବଂ ହାରୋଣଙ୍କୁ ଦେଇଥିଲେ। ତେଣୁ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ କର୍ମମାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।