Exodus 12:29 — Compare Translations

5 translations compared side by side

Odia - 1840
"ମଧ୍ଯରାତ୍ର ରେ, ସଦାପ୍ରଭୁ ମିଶରର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କଲେ, ଏପରିକି ସଦାପ୍ରଭୁ ରାଜା ଫାରୋଙ୍କର ପ୍ରଥମଜାତ ସନ୍ତାନ, କଏଦିର ପ୍ରଥମ ସନ୍ତାନ ଓ ପଶୁମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅର୍ଦ୍ଧରାତ୍ର ସମୟରେ ସଦାପ୍ରଭୁ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତ ସନ୍ତାନଠାରୁ କାରାକୂପସ୍ଥ ବନ୍ଦୀର ପ୍ରଥମଜାତ ସନ୍ତାନ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ଓ ପଶୁମାନଙ୍କପ୍ରଥମଜାତ ଶାବକଗଣକୁ ଆଘାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମଧ୍ୟରାତ୍ରରେ, ସଦାପ୍ରଭୁ ମିଶରର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ୟା କଲେ, ଏପରିକି ସଦାପ୍ରଭୁ ରାଜା ଫାରୋଙ୍କର ପ୍ରଥମଜାତ ସନ୍ତାନ, କଏଦିର ପ୍ରଥମ ସନ୍ତାନ ଓ ପଶୁମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅର୍ଦ୍ଧ ରାତ୍ର ସମୟରେ ସଦାପ୍ରଭୁ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତ ସନ୍ତାନଠାରୁ କାରାକୂପସ୍ଥ ବନ୍ଦୀର ପ୍ରଥମଜାତ ସନ୍ତାନ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ଓ ପଶୁମାନଙ୍କ ପ୍ରଥମଜାତ ଶାବକଗଣକୁ ଆଘାତ କଲେ।
Odia IRV 2017 (ଓଡିଆ ବାଇବେଲ)