Exodus 12:3 — Compare Translations
5 translations compared side by side
Odia - 1840
"ଏହି ଆଜ୍ଞା ସମଗ୍ର ଇଶ୍ରାୟେଲୀମାନଙ୍କ ପାଇଁ ଥିଲା। ଏହି ମାସର ଦଶମ ଦିନଟି ରେ ପ୍ରେତ୍ୟକକ ଲୋକ ଗୋଟିଏ ମଷେ ଶାବକ ଆପଣା ପରିବାରମାନଙ୍କ ପାଇଁ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ତଳୀକି ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଆଜ୍ଞା ସମଗ୍ର ଇସ୍ରାଏଲୀୟମାନଙ୍କ ପାଇଁ ଥିଲା। ଏହି ମାସର ଦଶମ ଦିନରେ ପ୍ରତ୍ୟେକ ଲୋକ ଗୋଟିଏ ମେଷ ଶାବକ ଆପଣା ପରିବାରମାନଙ୍କ ପାଇଁ ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ।