Exodus 12:30 — Compare Translations

5 translations compared side by side

Odia - 1840
"ସହେି ରାତ୍ର ରେ ମିଶର ପ୍ରେତ୍ୟକକ ଗୃହରୁ ଜଣେ ଜଣେ ମରିଥିଲେ। ଫାରୋ ତାଙ୍କର କର୍ମଚାରୀ ଓ ସେ ଦେଶର ସମସ୍ତ ଲୋକ କ୍ରନ୍ଦନ କରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଫାରୋ ଓ ତାଙ୍କର ଦାସଗଣ ଓ ମିସ୍ରୀୟ ଲୋକ ସମସ୍ତେ ରାତ୍ରିରେ ଉଠିଲେ; ପୁଣି ମିସର ଦେଶରେ ମହା ରୋଦନ ହେଲା; କାରଣ ଯେଉଁ ଗୃହରେ କେହି ମରି ନାହିଁ, ଏପରି ଗୃହ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାତ୍ରରେ ମିଶରର ପ୍ରତ୍ୟେକ ଗୃହରୁ ଜଣେ ଜଣେ ମରିଥିଲେ। ଫାରୋ ତାଙ୍କର କର୍ମଗ୍ଭରୀ ଓ ସେ ଦେଶର ସମସ୍ତ ଲୋକ କ୍ରନ୍ଦନ କରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଫାରୋ ଓ ତାଙ୍କର ଦାସଗଣ ଓ ମିସରୀୟ ଲୋକ ସମସ୍ତେ ରାତ୍ରିରେ ଉଠିଲେ; ପୁଣି, ମିସର ଦେଶରେ ମହାରୋଦନ ହେଲା; କାରଣ ଏପରି ଗୃହ ନ ଥିଲା ଯେଉଁ ଗୃହରେ କେହି ମରି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଫାରୋ ଓ ତାଙ୍କର ଦାସଗଣ ଓ ମିସ୍ରୀୟ ଲୋକ ସମସ୍ତେ ରାତ୍ରିରେ ଉଠିଲେ; ପୁଣି, ମିସର ଦେଶରେ ମହା ରୋଦନ ହେଲା; କାରଣ ଏପରି ଗୃହ ନ ଥିଲା ଯେଉଁ ଗୃହରେ କେହି ମରି ନ ଥିଲେ।