Exodus 12:31 — Compare Translations

5 translations compared side by side

Odia - 1840
"ସହେି ରାତ୍ରି ରେ ରାଜା ଫାରୋ, ମାଶାେ ଓ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସମାନଙ୍କେୁ କହିଲେ, ଉଠ ଏବଂ ଆମ୍ଭ ଲୋକମାନଙ୍କ ମଧ୍ଯରୁ ବାହାର। ତୁମ୍ଭମାନଙ୍କର ବାକ୍ଯ ଅନୁସାରେ ସଦାପ୍ରଭୁଙ୍କର ଉପାସନା କରିବା ପାଇଁ ୟାତ୍ରା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାତ୍ରି କାଳରେ ଫାରୋ, ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ତୁମ୍ଭେମାନେ ଓ ଇସ୍ରାଏଲ ବଂଶ ଉଠି ଆମ୍ଭ ଲୋକମାନଙ୍କ ମଧ୍ୟରୁ ବାହାର ହୁଅ, ତୁମ୍ଭମାନଙ୍କ ବାକ୍ୟାନୁସାରେର ସଦାପ୍ରଭୁଙ୍କର ସେବା କରିବା ପାଇଁ ଯାତ୍ରା କର ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ମିଶର ଛାଡ଼ିଲେ ସେହି ରାତ୍ରିରେ ରାଜା ଫାରୋ, ମୋଶା ଓ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସେମାନଙ୍କୁ କହିଲେ, “ଉଠ ଏବଂ ଆମ୍ଭ ଲୋକମାନଙ୍କ ମଧ୍ୟରୁ ବାହାର। ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁଙ୍କର ଉପାସନା କରିବା ପାଇଁ ଯାତ୍ରା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାତ୍ରିକାଳରେ ଫାରୋ, ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଓ ଇସ୍ରାଏଲ ବଂଶ ଉଠି ଆମ୍ଭ ଲୋକମାନଙ୍କ ମଧ୍ୟରୁ ବାହାର ହୁଅ, ତୁମ୍ଭମାନଙ୍କ ବାକ୍ୟାନୁସାରେ ସଦାପ୍ରଭୁଙ୍କର ସେବା କରିବା ପାଇଁ ଯାତ୍ରା କର।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାତ୍ରି କାଳରେ ଫାରୋ, ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଓ ଇସ୍ରାଏଲ ବଂଶ ଉଠି ଆମ୍ଭ ଲୋକମାନଙ୍କ ମଧ୍ୟରୁ ବାହାର ହୁଅ, ତୁମ୍ଭମାନଙ୍କ ବାକ୍ୟାନୁସାରେ ସଦାପ୍ରଭୁଙ୍କର ସେବା କରିବା ପାଇଁ ଯାତ୍ରା କର।