Exodus 12:32 — Compare Translations

5 translations compared side by side

Odia - 1840
"ତୁମ୍ଭେ ତୁମ୍ଭର ମଷେ, ଗାଈ ଗୋରୁ ସମସ୍ତ ନଇେ ୟାଅ ଏବଂ ମାେତେ ଆଶୀର୍ବାଦ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ବାକ୍ୟାନୁସାରେ ମେଷଗବାଦି ପଲ ସମସ୍ତଙ୍କୁ ନେଇ ଚାଲିଯାଅ ଓ ଆମ୍ଭକୁ ହିଁ ଆଶୀର୍ବାଦ କର।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭର ମେଷ, ଗାଈ ଗୋରୁ ସମସ୍ତ ନେଇ ଯାଅ ଏବଂ ମୋତେ ଆଶୀର୍ବାଦ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ବାକ୍ୟାନୁସାରେ ଗୋମେଷାଦି ପଲ ସମସ୍ତଙ୍କୁ ନେଇ ଚାଲିଯାଅ ଓ ଆମ୍ଭକୁ ମଧ୍ୟ ଆଶୀର୍ବାଦ କର।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ବାକ୍ୟାନୁସାରେ ଗୋମେଷାଦି ପଲ ସମସ୍ତଙ୍କୁ ନେଇ ଚାଲିଯାଅ ଓ ଆମ୍ଭକୁ ମଧ୍ୟ ଆଶୀର୍ବାଦ କର।”