Exodus 12:33 — Compare Translations
5 translations compared side by side
Odia - 1840
"ମିଶରର ଲୋକମାନେ ସମାନଙ୍କେୁ ଶୀଘ୍ର ଶୀଘ୍ର ବିଦାଯ କଲେ। କାହିଁକି? କାରଣ, ସମାନେେ କହିଲେ, ଯଦି ତୁମ୍ଭମାନେେ ନୟାଅ, ଆମ୍ଭେ ସମସ୍ତେ ମରି ୟିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମିସ୍ରୀୟମାନେ ଲୋକମାନଙ୍କୁ ଶୀଘ୍ର ଦେଶରୁ ପଠାଇ ଦେବା ନିମନ୍ତେ ବ୍ୟଗ୍ର ହେଲେ; କାରଣ ସେମାନେ କହିଲେ, ଆମ୍ଭେ ସମସ୍ତେ ମୃତକଳ୍ପ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରର ଲୋକମାନେ ସେମାନଙ୍କୁ ଶୀଘ୍ର ଶୀଘ୍ର ବିଦାୟ କଲେ। କାରଣ, ସେମାନେ କହିଲେ, “ଯଦି ତୁମ୍ଭେମାନେ ନ ଯାଅ, ଆମ୍ଭେ ସମସ୍ତେ ମରିଯିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମିସରୀୟମାନେ ଲୋକମାନଙ୍କୁ ଶୀଘ୍ର ଦେଶରୁ ପଠାଇଦେବା ନିମନ୍ତେ ବ୍ୟଗ୍ର ହେଲେ; କାରଣ ସେମାନେ କହିଲେ, “ଆମ୍ଭେ ସମସ୍ତେ ମୃତକଳ୍ପ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମିସ୍ରୀୟମାନେ ଲୋକମାନଙ୍କୁ ଶୀଘ୍ର ଦେଶରୁ ପଠାଇ ଦେବା ନିମନ୍ତେ ବ୍ୟଗ୍ର ହେଲେ; କାରଣ ସେମାନେ କହିଲେ, “ଆମ୍ଭେ ସମସ୍ତେ ମୃତକଳ୍ପ।”