Exodus 12:34 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ ତାଙ୍କ ଅଟା ରେ ତାଡି ମିଶାଇବାକୁ ସମୟ ପାଇ ନଥିଲେ। ସମାନେେ ଅଟା ନଇେ ପଳାଇଲେ। ସମାନେେ ସମାନଙ୍କେର ପାତ୍ରଗୁଡିକ ଲୁଗା ରେ ଘୋଡାଇ ଗୁଡାଇଲେ ଏବଂ ସମାନଙ୍କେର କାନ୍ଧ ରେ ବହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଚକଟା ମଇଦା ତାଡ଼ି ମିଶ୍ରିତ ହେବା ପୂର୍ବେ, ଲୋକମାନେ ତାହା ନେଇ ମଇଦା ଦଳିବା ପାତ୍ରସବୁ ଆପଣା ଆପଣା ବସ୍ତ୍ରରେ ବାନ୍ଧି ସ୍କନ୍ଧରେ ଘେନିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ତାଙ୍କ ଅଟାରେ ତାଡ଼ି ମିଶାଇବାକୁ ସମୟ ପାଇ ନ ଥିଲେ। ସେମାନେ ଅଟା ନେଇ ପଳାଇଲେ। ସେମାନେ ସେମାନଙ୍କର ପାତ୍ରଗୁଡ଼ିକ ଲୁଗାରେ ଗୁଡ଼ାଇଲେ ଏବଂ ସେମାନଙ୍କର କାନ୍ଧରେ ବହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଚକଟା ମଇଦା ତାଡ଼ି ମିଶ୍ରିତ ହେବା ପୂର୍ବେ, ଲୋକମାନେ ତାହା ନେଇ ମଇଦା ଦଳିବା ପାତ୍ରସବୁ ଆପଣା ଆପଣା ବସ୍ତ୍ରରେ ବାନ୍ଧି ସ୍କନ୍ଧରେ ଘେନିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଚକଟା ମଇଦା ତାଡ଼ି ମିଶ୍ରିତ ହେବା ପୂର୍ବେ, ଲୋକମାନେ ତାହା ନେଇ ମଇଦା ଦଳିବା ପାତ୍ରସବୁ ଆପଣା ଆପଣା ବସ୍ତ୍ରରେ ବାନ୍ଧି ସ୍କନ୍ଧରେ ଘେନିଲେ।