Exodus 12:35 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲୀୟ ଲୋକମାନେ ମାଶାଙ୍କେର ଆଜ୍ଞାନୁସା ରେ ଗଲେ। ସମାନେେ ତାଙ୍କର ମିଶରୀଯ ପଡ଼ୋଶୀମାନଙ୍କ ନିକଟକୁ ଗଲେ ଓ ସମାନଙ୍କେୁ ରୂପା ଅଳଙ୍କାର, ସ୍ବର୍ଣ୍ଣ ଅଳଙ୍କାର ଏବଂ ଲୁଗା ମାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସ୍ରୀୟମାନଙ୍କୁ ରୌପ୍ୟ-ଅଳଙ୍କାର ଓ ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲୀୟ ଲୋକମାନେ ମୋଶାଙ୍କର ଆଜ୍ଞାନୁସାରେ ଗଲେ। ସେମାନେ ତାଙ୍କର ମିଶରୀୟ ପଡ଼ୋଶୀମାନଙ୍କ ନିକଟକୁ ଗଲେ ଓ ସେମାନଙ୍କୁ ରୂପା ଅଳଙ୍କାର, ସ୍ୱର୍ଣ୍ଣ ଅଳଙ୍କାର ଏବଂ ଲୁଗା ମାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସରୀୟମାନଙ୍କୁ ରୌପ୍ୟ-ଅଳଙ୍କାର, ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସ୍ରୀୟମାନଙ୍କୁ ରୌପ୍ୟ-ଅଳଙ୍କାର, ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ।