Exodus 12:36 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମିଶରବାସୀମାନଙ୍କ ହୃଦଯ ରେ ଇଶ୍ରାୟେଲୀୟମାନଙ୍କ ପାଇଁ ଦୟା ସୃଷ୍ଟି କଲେ। ତେଣୁ ଇଶ୍ରାୟେଲୀୟମାନେ ଯାହା ମାଗିଲେ ମିଶରବାସୀମାନେ ସବୁ ଦେଲେ। ଏହି ପ୍ରକା ରେ ଇଶ୍ରାୟେଲୀୟମାନେ ମିଶରୀଯ ମାନଙ୍କୁ ଲୁଣ୍ଠନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବାରୁ ସେମାନେ ସେମାନଙ୍କୁ ଯାହା ମାଗିଲେ, ସେମାନେ ତାହା ଦେଲେ । ଏହି ପ୍ରକାରେ ସେମାନେ ମିସ୍ରୀୟମାନଙ୍କ ଧନ ହରଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମିଶରବାସୀମାନଙ୍କ ହୃଦୟରେ ଇସ୍ରାଏଲୀୟମାନଙ୍କ ପାଇଁ ଦୟା ସୃଷ୍ଟି କଲେ। ତେଣୁ ଇସ୍ରାଏଲୀୟମାନେ ଯାହା ମାଗିଲେ ମିଶରବାସୀମାନେ ସବୁ ଦେଲେ। ଏହି ପ୍ରକାରେ ଇସ୍ରାଏଲୀୟମାନେ ମିଶରୀୟମାନଙ୍କୁ ଲୁଣ୍ଠନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ମିସରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବାରୁ ସେମାନେ ସେମାନଙ୍କୁ ଯାହା ମାଗିଲେ, ସେମାନେ ତାହା ଦେଲେ। ଏହି ପ୍ରକାରେ, ସେମାନେ ମିସରୀୟମାନଙ୍କ ଧନ ହରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବାରୁ ସେମାନେ ସେମାନଙ୍କୁ ଯାହା ମାଗିଲେ, ସେମାନେ ତାହା ଦେଲେ। ଏହି ପ୍ରକାରେ, ସେମାନେ ମିସ୍ରୀୟମାନଙ୍କ ଧନ ହରଣ କଲେ।