Exodus 12:37 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟ ଲୋକମାନେ ରମିଷେଷ୍ଠାରୁ ସୁକ୍କୋତ୍କୁ ୟାତ୍ରା କଲେ। ସମାନେେ ପିଲାମାନଙ୍କୁ ଛାଡି ମାଟେ ରେ 6,00,000 ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ-ସନ୍ତାନମାନେ ବାଳକ ଛଡ଼ା ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟ ଲୋକମାନେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ। ସେମାନେ ପିଲାମାନଙ୍କୁ ଛାଡ଼ି ମୋଟରେ 600,000 ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ବାଳକ ବ୍ୟତୀତ ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ବାଳକ ବ୍ୟତୀତ ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ।