Exodus 12:38 — Compare Translations

5 translations compared side by side

Odia - 1840
"ସମାନେେ ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ମଷେ, ଛଳେି ଓ ଗୋରୁଗାଈ ସହିତ ଅନକେ ପଶୁ ସମାନଙ୍କେ ସହିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ମେଷଗବାଦି ଅନେକ ଅନେକ ପଶୁ ସେମାନଙ୍କ ସହିତ ପ୍ରସ୍ଥାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ମେଷ, ଛେଳି ଓ ଗୋରୁଗାଈ ସହିତ ଅନେକ ପଶୁ ସେମାନଙ୍କ ସହିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ଗୋମେଷାଦି ଅନେକ ଅନେକ ପଶୁ ସେମାନଙ୍କ ସହିତ ପ୍ରସ୍ଥାନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ଗୋମେଷାଦି ଅନେକ ଅନେକ ପଶୁ ସେମାନଙ୍କ ସହିତ ପ୍ରସ୍ଥାନ କଲେ।