Exodus 12:39 — Compare Translations

5 translations compared side by side

Odia - 1840
"ଲୋକମାନେ ସମାନଙ୍କେର ଚକଟା ମଇଦା ରେ ତାଡୀ ମିଶାଇ ପାରିନଥିଲେ। ଏବଂ ସମାନଙ୍କେର ୟାତ୍ରା ପାଇଁ ମଧ୍ଯ ସ୍ବତନ୍ତ୍ର ରୂପେ ଖାଦ୍ୟ ପ୍ରସ୍ତୁତ କରିବାକୁ ସମୟ ପାଇ ନଥିଲେ। ତେଣୁ ସମାନେେ ତାଡୀ ବୀହିନ ରୋଟୀମାନ ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ମିସରଠାରୁ ଆନୀତ ଚକଟା ମଇଦାରେ ତାଡ଼ିଶୂନ୍ୟ ପିଷ୍ଟକ ପ୍ରସ୍ତୁତ କଲେ; କାରଣ ତାହା ତାଡ଼ିମିଶ୍ରିତ ହୋଇ ନ ଥିଲା; ଯେହେତୁ ସେମାନେ ମିସରରୁ ତାଡ଼ିତ ହୋଇଥିଲେ, ଏଥିପାଇଁ ବିଳମ୍ଵ କରି ନ ପାରିବାରୁ ଆପଣାମାନଙ୍କ ନିମନ୍ତେ କିଛି ଖାଦ୍ୟ ପ୍ରସ୍ତୁତ କରିପାରି ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ସେମାନଙ୍କର ଚକଟା ମଇଦାରେ ତାଡ଼ି ମିଶାଇ ପାରି ନ ଥିଲେ। ଏବଂ ସେମାନଙ୍କର ଯାତ୍ରା ପାଇଁ ମଧ୍ୟ ସ୍ୱତନ୍ତ୍ର ରୂପେ ଖାଦ୍ୟ ପ୍ରସ୍ତୁତ କରିବାକୁ ସମୟ ପାଇ ନ ଥିଲେ। ତେଣୁ ସେମାନେ ତାଡ଼ିଶୂନ୍ୟ ରୋଟୀମାନ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ମିସରଠାରୁ ଆନୀତ ଚକଟା ମଇଦାରେ ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲେ; କାରଣ ତାହା ତାଡ଼ି ମିଶ୍ରିତ ହୋଇ ନ ଥିଲା; ଯେହେତୁ ସେମାନେ ମିସରରୁ ତାଡ଼ିତ ହୋଇଥିଲେ, ଏଥିପାଇଁ ବିଳମ୍ବ କରି ନ ପାରିବାରୁ ଆପଣା ଆପଣା ନିମନ୍ତେ କିଛି ଖାଦ୍ୟ ପ୍ରସ୍ତୁତ କରିପାରି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)