Exodus 12:4 — Compare Translations
5 translations compared side by side
Odia - 1840
"ଯଦି, ତୁମ୍ଭେ ପରିବାର ରେ ୟଥେଷ୍ଟ ଲୋକ ନଥାନ୍ତି ତାକୁ ଖାଇବାକୁ, ତବେେ ସେ ତା'ର ପଡ଼ୋଶୀଙ୍କୁ ନିମନ୍ତ୍ରଣ କରି ଆଣିବ। ସମସ୍ତଙ୍କ ପାଇଁ ଯେପରି ଉପୟୁକ୍ତ ପରିମାଣ ରେ ଖାଦ୍ୟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯେବେ କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ-ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି, ତୁମ୍ଭ ପରିବାରରେ ଯଥେଷ୍ଟ ଲୋକ ନ ଥା’ନ୍ତି ତାକୁ ଖାଇବାକୁ, ତେବେ ସେ ତା’ର ପଡ଼ୋଶୀଙ୍କୁ ନିମନ୍ତ୍ରଣ କରି ଆଣିବ। ସମସ୍ତଙ୍କ ପାଇଁ ଯେପରି ଉପଯୁକ୍ତ ପରିମାଣରେ ଖାଦ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ-ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ।