Exodus 12:40 — Compare Translations
5 translations compared side by side
Odia - 1840
"ଇସ୍ରାଏଲୀୟ ଲୋକମାନେ ମିଶରରେ 430 ବର୍ଷ ଧରି ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ବଂଶ ଚାରିଶହ ତିରିଶ ବର୍ଷ ପର୍ଯ୍ୟନ୍ତ ମିସର ଦେଶରେ ପ୍ରବାସ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟ ଲୋକମାନେ ମିଶରରେ 430 ବର୍ଷ ଧରି ବାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ବଂଶ ଚାରି ଶହ ତିରିଶ ବର୍ଷ ପର୍ଯ୍ୟନ୍ତ ମିସର ଦେଶରେ ପ୍ରବାସ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ବଂଶ ଚାରିଶହ ତିରିଶ ବର୍ଷ ପର୍ଯ୍ୟନ୍ତ ମିସର ଦେଶରେ ପ୍ରବାସ କରିଥିଲେ।