Exodus 12:41 — Compare Translations
5 translations compared side by side
Odia - 1840
"430 ବର୍ଷପରେ ସେହି ଦିନରେ ସଦାପ୍ରଭୂଙ୍କ ସୈନ୍ୟ ସମୁହ ମିଶରରୁ ବିଦାୟ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଚାରିଶହ ତିରିଶ ବର୍ଷ ଶେଷରେ ସେହି ଦିନରେ ସଦାପ୍ରଭୁଙ୍କ ସୈନ୍ୟସମୂହ ମିସରରୁ ବାହାର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
430 ବର୍ଷପରେ ସେହି ଦିନରେ ସଦାପ୍ରଭୂଙ୍କ ସୈନ୍ୟ ସମୁହ ମିଶରରୁ ବିଦାୟ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଚାରି ଶହ ତିରିଶ ବର୍ଷ ଶେଷରେ, ସେହି ଦିନରେ ସଦାପ୍ରଭୁଙ୍କ ସୈନ୍ୟସମୂହ ମିସରରୁ ବାହାର ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଚାରିଶହ ତିରିଶ ବର୍ଷ ଶେଷରେ, ସେହି ଦିନରେ ସଦାପ୍ରଭୁଙ୍କ ସୈନ୍ୟସମୂହ ମିସରରୁ ବାହାର ହେଲେ।