Exodus 12:42 — Compare Translations

5 translations compared side by side

Odia - 1840
"ତାହା ଏକ ବିଶେଷ ରାତ୍ରି ଥିଲା। କାରଣ ସଦାପ୍ରଭୁ ସେମାନଙ୍କ ପାଇଁ ଯାହା କରିଥିଲେ, ତାହା ସେମାନେ ସ୍ମରଣ କଲେ। ଇସ୍ରାଏଲୀୟମାନେ ପୁରୁଷାନୁକ୍ରମେ ସେହି ବିଶେଷ ରାତ୍ରିକୁ ସ୍ମରଣ କରି ପାଳନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସର ଦେଶରୁ ସେମାନେ ବାହାର ହେବା ହେତୁରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅତ୍ୟ; ପାଳନୀୟ ରାତ୍ରି; ତାହା ସଦାପ୍ରଭୁଙ୍କ ରାତ୍ରି ବୋଲି ଇସ୍ରାଏଲ-ସନ୍ତାନମାନଙ୍କର ପୁରୁଷାନୁକ୍ରମେ ବିଶେଷ ପାଳନୀୟ ଅଟଇ ।
Odia Bible ERV 2004 (ପବିତ୍ର ବାଇବଲ)
ତାହା ଏକ ବିଶେଷ ରାତ୍ରି ଥିଲା। କାରଣ ସଦାପ୍ରଭୁ ସେମାନଙ୍କ ପାଇଁ ଯାହା କରିଥିଲେ, ତାହା ସେମାନେ ସ୍ମରଣ କଲେ। ଇସ୍ରାଏଲୀୟମାନେ ପୁରୁଷାନୁକ୍ରମେ ସେହି ବିଶେଷ ରାତ୍ରିକୁ ସ୍ମରଣ କରି ପାଳନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସର ଦେଶରୁ ସେମାନେ ବାହାର ହେବା ସକାଶୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅତ୍ୟନ୍ତ ପାଳନୀୟ ରାତ୍ରି; ତାହା ସଦାପ୍ରଭୁଙ୍କ ରାତ୍ରି ବୋଲି ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ବିଶେଷ ପାଳନୀୟ ଅଟଇ।
Odia IRV 2017 (ଓଡିଆ ବାଇବେଲ)
ମିସର ଦେଶରୁ ସେମାନେ ବାହାର ହେବା ସକାଶୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅତ୍ୟନ୍ତ ପାଳନୀୟ ରାତ୍ରି; ତାହା ସଦାପ୍ରଭୁଙ୍କ ରାତ୍ରି ବୋଲି ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ବିଶେଷ ପାଳନୀୟ ଅଟଇ।