Exodus 12:43 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମୋଶା ଏବଂ ହାରୋଣଙ୍କୁ କହିଲେ, “ନିସ୍ତାରପର୍ବର ଏହି ବିଧି, କୌଣସି ବିଦେଶୀୟ ଲୋକ ଏହାକୁ ଭୋଜନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, ନିସ୍ତାରପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶା ଏବଂ ହାରୋଣଙ୍କୁ କହିଲେ, “ନିସ୍ତାରପର୍ବର ଏହି ବିଧି, କୌଣସି ବିଦେଶୀୟ ଲୋକ ଏହାକୁ ଭୋଜନ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ନିସ୍ତାର ପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ନିସ୍ତାର ପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ।